ଆଜିର ଅନୁଚିନ୍ତା 15/11/2018

0
  1. 💝 *ଆଜିର ଅନୁଚିନ୍ତା*💝
    *ଭଲ କାମ କରି ଅଳ୍ପକାଳ ବଂଚୁଥିବା ଲୋକଟି ଅମର ହୋଇ ରହିଯାଏ । ତାକୁ ସମସ୍ତେ ଝୁରନ୍ତି ।କେହି ଶହେ ବର୍ଷ ବଂଚି ଯଦି ଖରାପ କାମ କରୁଥାଏ ତେବେ ତାର ବଂଚିବା ମରିବାରେ କିଛି ଫରକ ନଥାଏ ।।*
    *ସବୁ ପ୍ରାଣୀଙ୍କର ଆୟୁ, ବିଦ୍ୟା, ଧନ, ମୃତ୍ୟୁ କର୍ମ ନିର୍ଦ୍ଧିଷ୍ଟ । ଏହାକୁ କର୍ମର ଫଳ କୁହାଯାଇଥାଏ । ସମସ୍ତେ କର୍ମର ଦାସ । ଯିଏ ଯେପରି କର୍ମ କରେ ସିଏ ସେପରି ଫଳ ପାଏ ।।*
    *ଆତ୍ମଜ୍ଞାନ ପ୍ରାଣୀକୁ ଅନ୍ଧକାର ମଧ୍ୟରୁ ବାହାର କରି ଆଲୋକିତ ଦୁନିଆଁକୁ ନେଇଯାଏ । ଜ୍ଞାନ ହିଁ ଉଜ୍ଜ୍ୱଳ ଆଲୋକ । ଏହାର ଜ୍ୟୋତିରେ ସମସ୍ତ ଅଭିନବ ତୁଟିଯାଏ ।ନିଜର କର୍ମ ଏବଂ ସାମର୍ଥ୍ୟ ବଳରେ ଜଣେ ଚାହିଁଲେ ନିଜର ଜୀବନଶୖଳୀ କୁ ବଦଳାଈ ଦେଈପାରେ।ଭାଗ୍ୟ ଉପରେ ନିର୍ଭର କରି ନିକମା ହୋଇ ବସି ରହିଲେ କିଛି ଲାଭ ନାହିଁ । କର୍ମ କରିବାହିଁ ପରମଧର୍ମ ।।
Visit Our Youtube Chanel and Subsribe to watch public Survey : ( ଆମର ୟୁଟ୍ୟୁବ୍ ଚ୍ୟାନେଲ୍ ପରିଦର୍ଶନ କରନ୍ତୁ ଏବଂ ସର୍ବସାଧାରଣ ସର୍ଭେ ଦେଖିବା ପାଇଁ ସବସ୍କ୍ରାଇବ କରନ୍ତୁ: ) - Click here : Public voice Tv
ADVT - Contact 9668750718 ( Rs 5000 PM + 10 more digital campaign )
ADVT - Contact 9668750718 ( Rs 5000 PM + 10 more digital campaign )

LEAVE A REPLY

Please enter your comment!
Please enter your name here