ଦେଶରେ ଆଖି ବୁଜିଲେ ଆଉ ୧୩୮ କରୋନା ଆକ୍ରାନ୍ତ

0
ଦେଶରେ ଆଖି ବୁଜିଲେ ଆଉ ୧୩୮ କରୋନା ଆକ୍ରାନ୍ତ
Advertisement

ନୂଆଦିଲ୍ଲୀ: ଦେଶରେ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାରେ ୧୩୮ ଜଣଙ୍କ ମୃତ୍ୟୁ ଘଟିଛି । ଏହାକୁ ମିଶାଇ ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୬ ହଜାର ୭୦୫କୁ ବୃଦ୍ଧି ପାଇଛି। ଦିନକରେ ୧୬ ହଜାର ୭୩୮ ଜଣ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି ।

ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୧୦ ଲକ୍ଷ ୪୬ ହଜାର ୯୧୪ କୁ ବୃଦ୍ଧି ପାଇଛି । ତେବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୫୧ ହଜାର ୭୦୮ ରହିଥିବା ବେଳେ ସୁସ୍ଥ ସଂଖ୍ୟା ୧ କୋଟି ୭ ଲକ୍ଷ ୩୮ ହଜାର ୫୦୧ରେ ପହଞ୍ଚିଛି । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

The post ଦେଶରେ ଆଖି ବୁଜିଲେ ଆଉ ୧୩୮ କରୋନା ଆକ୍ରାନ୍ତ appeared first on Odisha Link.

Disclaimer: This story is auto-aggregated by a computer program and has not been created or edited by Public Voice. To publish your news in our website for quality back links and traffic contact [email protected]

Publisher : https://www.odishalink.com/2021/02/25/corona-death-update-india/

Visit Our Youtube Chanel and Subsribe to watch public Survey : ( ଆମର ୟୁଟ୍ୟୁବ୍ ଚ୍ୟାନେଲ୍ ପରିଦର୍ଶନ କରନ୍ତୁ ଏବଂ ସର୍ବସାଧାରଣ ସର୍ଭେ ଦେଖିବା ପାଇଁ ସବସ୍କ୍ରାଇବ କରନ୍ତୁ: ) - Click here : Public voice Tv
ADVT - Contact 9668750718 ( Rs 5000 PM + 10 more digital campaign )
ADVT - Contact 9668750718 ( Rs 5000 PM + 10 more digital campaign )

LEAVE A REPLY

Please enter your comment!
Please enter your name here