ଦେଶରେ କରୋନା: ୨ ଲକ୍ଷ ଟିପଲା ଦୈନିକ ସଂକ୍ରମଣ, ୧୦୩୮ ମୃତ

0
ODISHA LINK
Advertisement

Corona Virus

ନୂଆଦିଲ୍ଲୀ: କାୟା ବିସ୍ତାର କରୁଛି ମହାମାରୀ କରୋନା। ଦେଶରେ ହୁହୁ ବଢିଚାଲିଛି ଦୈନିକ ଆକ୍ରାନ୍ତ ସଂଖ୍ୟା। ଯାହା ଚିନ୍ତାଜନକ ପରିସ୍ଥିତି ସୃଷ୍ଟି କରିଛି। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨ ଲକ୍ଷରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୮୦୩୮ଜଣଙ୍କ ମୃତ୍ୟୁ ହୋଇଛି।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୨ ଲକ୍ଷ ୭୩୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୧୦୦୦ ଟପିଛି। ୨୪ ଘଣ୍ଟା ମଧ୍ୟରେ ୧୦୩୮ ଜଣଙ୍କ ମୃତ୍ୟୁ ଘଟିଛି।

ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧ କୋଟି ୪୦ ଲକ୍ଷ ୭୪ହଜାର ୫୬୪ରେ ପହଞ୍ଚିଥିବା ବେଳେ ମୋଟ ମୃତ୍ୟୁସଂଖ୍ୟା ୧ ଲକ୍ଷ ୭୩ ହଜାର ୧୨୩ରେ ପହଞ୍ଚିଛି। ମୋଟ ଆରୋଗ୍ୟ ସଂଖ୍ୟା ୧ କୋଟି ୨୪ ଲକ୍ଷ ୨୯ ହଜାର ୫୬୪ରେ ପହଞ୍ଚିଛି। ଦେଶରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୧୪୭୧୮୭୭।

Disclaimer: This story is auto-aggregated by a computer program and has not been created or edited by Public Voice. To publish your news in our website for quality back links and traffic contact [email protected]

Publisher : https://www.odishalink.com/2021/04/15/1038-new-corona-death-in-india/

Visit Our Youtube Chanel and Subsribe to watch public Survey : ( ଆମର ୟୁଟ୍ୟୁବ୍ ଚ୍ୟାନେଲ୍ ପରିଦର୍ଶନ କରନ୍ତୁ ଏବଂ ସର୍ବସାଧାରଣ ସର୍ଭେ ଦେଖିବା ପାଇଁ ସବସ୍କ୍ରାଇବ କରନ୍ତୁ: ) - Click here : Public voice Tv
ADVT - Contact 9668750718 ( Rs 5000 PM + 10 more digital campaign )
ADVT - Contact 9668750718 ( Rs 5000 PM + 10 more digital campaign )

LEAVE A REPLY

Please enter your comment!
Please enter your name here