ନୂଆଦିଲ୍ଲୀ : ଦେଶରେ କରୋନା ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାରେ ୭୮ ଜଣଙ୍କ ମୃତ୍ୟୁ ଘଟିଛି। ଏହାଫଳରେ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୬ ହଜାର ୪୬୩କୁ ବୃଦ୍ଧି ପାଇଛି । ଦିନକରେ ୧୦ହଜାର ୫୮୪ ଜଣ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି ।
ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୧୦ ଲକ୍ଷ ୧୬ ହଜାର ୪୩୪କୁ ବୃଦ୍ଧି ପାଇଛି। ତେବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୪୭ ହଜାର ୩୦୬ ରହିଥିବା ବେଳେ ସୁସ୍ଥ ସଂଖ୍ୟା ୧ କୋଟି ୭ ଲକ୍ଷ ୧୨ ହଜାର ୬୬୫ରେ ପହଞ୍ଚିଛି। କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି।
The post ଦେଶରେ କରୋନା: ୧୦ହଜାର ୫୮୪ ଜଣ ଆକ୍ରାନ୍ତ ଚିହ୍ନଟ appeared first on Odisha Link.
Disclaimer: This story is auto-aggregated by a computer program and has not been created or edited by Public Voice. To publish your news in our website for quality back links and traffic contact [email protected]
Publisher : https://www.odishalink.com/2021/02/23/india-corona-update-15/

