ପାକିସ୍ତାନ ଯୁଦ୍ଧ ବିମାନ ଏଫ୍‌-୧୬ ଦୁର୍ଘଟଣା ଗ୍ରସ୍ତ: ପାଇଲଟ ମୃତ

0
Advertisement


ଇସଲାମାବାଦ୍‌, ୧୧।୩: ପାକିସ୍ତାନର ଯୁଦ୍ଧ ବିମାନ ଏଫ୍‌-୧୬ ଦୁର୍ଘଟଣା ଗ୍ରସ୍ତ ହୋଇଛି। ଏଥିରେ ପାଇଲଟ ଓ୍ବିଙ୍ଗ୍‌ କମାଣ୍ଡର ନୌମାନ ଅକରମ୍‌ଙ୍କ ମୃତ୍ୟୁ ଘଟିଛି। ମାର୍ଚ୍ଚ ୨୩ରେ ପାକିସ୍ତାନ ଦିବସ ପାଳନ ଅବସରରେ ହେବାକୁ ଥିବା ପରେଡ଼ ଲାଗି ଯୁଦ୍ଧ ବିମାନଟି ଅଭ୍ୟାସ କରୁଥିବା ପାକିସ୍ତାନ ବାୟୁସେନା ପ୍ରବକ୍ତା ସୂଚନା ଦେଇଛନ୍ତି। ବିମାନଟି ଇସଲାମାବାଦ୍‌ର ଶକରପେରିଅନ୍‌ ନିକଟରେ ଦୁର୍ଘଟଣା ଗ୍ରସ୍ତ ହୋଇଛି। ପାକିସ୍ତାନ ବାୟୁସେନା ପକ୍ଷରୁ ଏହାର ତଦନ୍ତ ଜାରି ରହିଛି।

The post ପାକିସ୍ତାନ ଯୁଦ୍ଧ ବିମାନ ଏଫ୍‌-୧୬ ଦୁର୍ଘଟଣା ଗ୍ରସ୍ତ: ପାଇଲଟ ମୃତ appeared first on Dharitri Odia News.



Source link

Visit Our Youtube Chanel and Subsribe to watch public Survey : ( ଆମର ୟୁଟ୍ୟୁବ୍ ଚ୍ୟାନେଲ୍ ପରିଦର୍ଶନ କରନ୍ତୁ ଏବଂ ସର୍ବସାଧାରଣ ସର୍ଭେ ଦେଖିବା ପାଇଁ ସବସ୍କ୍ରାଇବ କରନ୍ତୁ: ) - Click here : Public voice Tv
ADVT - Contact 9668750718 ( Rs 5000 PM + 10 more digital campaign )
ADVT - Contact 9668750718 ( Rs 5000 PM + 10 more digital campaign )

LEAVE A REPLY

Please enter your comment!
Please enter your name here