ପୁଣି ବଢ଼ିଲା ପେଟ୍ରୋଲ ଓ ଡିଜେଲ ଦର

0
ପୁଣି ବଢ଼ିଲା ପେଟ୍ରୋଲ ଓ ଡିଜେଲ ଦର
Advertisement

ନୂଆଦିଲ୍ଲୀ: ପୁଣି ବଢ଼ିଲା ପେଟ୍ରୋଲ ଓ ଡିଜେଲ ଦର। ପେଟ୍ରୋଲ ଲିଟର ପିଛା ୨୫ ପଇସା ଓ ଡିଜେଲ ଲିଟର ପିଛା ୩୫ ପଇସା ବୃଦ୍ଧି ପାଇଛି ।

ଭୁବନେଶ୍ୱରରେ ପେଟ୍ରୋଲ ୩୫ ପଇସା ଓ ଡିଜେଲ ୪୩ ପଇସା ବୃଦ୍ଧି ପାଇଛି । ଭୁବନେଶ୍ୱରରେ ପେଟ୍ରୋଲ ଲିଟର ୯୧.୬୪ ଟଙ୍କା ଓ ଡିଜେଲ ଲିଟର ୮୮.୬୬ ଟଙ୍କା ରହିଛି ।

ଦିଲ୍ଲୀରେ ପେଟ୍ରୋଲ ୩୫ ପଇସା ଓ ଡିଜେଲ ୩୫ ପଇସା ବୃଦ୍ଧି ପାଇଛି । ଦିଲ୍ଲୀରେ ୧୫ ଦିନ ମଧ୍ୟରେ ତୈଳ ଦର ୩ ଟଙ୍କା ୯୮ ପଇସା ବଢ଼ିଛି।

The post ପୁଣି ବଢ଼ିଲା ପେଟ୍ରୋଲ ଓ ଡିଜେଲ ଦର appeared first on Odisha Link.

Disclaimer: This story is auto-aggregated by a computer program and has not been created or edited by Public Voice. To publish your news in our website for quality back links and traffic contact [email protected]

Publisher : https://www.odishalink.com/2021/02/23/today-again-petrol-disel-price-hike/

Visit Our Youtube Chanel and Subsribe to watch public Survey : ( ଆମର ୟୁଟ୍ୟୁବ୍ ଚ୍ୟାନେଲ୍ ପରିଦର୍ଶନ କରନ୍ତୁ ଏବଂ ସର୍ବସାଧାରଣ ସର୍ଭେ ଦେଖିବା ପାଇଁ ସବସ୍କ୍ରାଇବ କରନ୍ତୁ: ) - Click here : Public voice Tv
ADVT - Contact 9668750718 ( Rs 5000 PM + 10 more digital campaign )
ADVT - Contact 9668750718 ( Rs 5000 PM + 10 more digital campaign )

LEAVE A REPLY

Please enter your comment!
Please enter your name here