ମର୍ମନ୍ତୁଦ ସଡକ ଦୁର୍ଘଟଣା: ଟ୍ରକକୁ ଧକ୍କାଦେଲା ବସ୍ ୧୪ ମୃତ,୩୫ ଆହତ

0
Advertisement


ଫରିଦାବାଦ: ବୁଧବାର ବିଳମ୍ବିତ ରାତିରେ ଆଗ୍ରା-ଲକ୍ଷ୍ନୌ ଏକ୍ସପ୍ରେସ୍ ୱେରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି ।ଏହି ଦୁର୍ଘଟଣାରେ ୧୪ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ପ୍ରାୟ ୩୫ ଜଣ ଆହତ ହୋଇଛନ୍ତି। ସୂଚନା ଅନୁସାରେ ବୁଧବାର ବିଳମ୍ବିତ ରାତିରେ ଆଗ୍ରା-ଲକ୍ଷ୍ନୌ ଏକ୍ସପ୍ରେସ୍ ୱେରେ ଏକ ଟ୍ରକକୁ ଧକ୍କା ଦେଇଛି ଏକ ଯାତ୍ରୀବାହୀ ସିଲ୍ପର ବସ୍ । ଦୁର୍ଘଟଣାର ପରେ ଖବର ପାଇ ପୁଲିସ ଏବଂ ସ୍ଥାନୀୟ ଲୋକ ଘଟଣାସ୍ଥଳରେ ପହଞ୍ଚି ଲୋକମାନଙ୍କୁ ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରିଥିଲେ। ଦୁର୍ଘଟଣାଟି ଏତେ ଭୟଙ୍କର ଥିଲା ଯେ ଏଥିରେ ପ୍ରାୟ ୧୪ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ପ୍ରାୟ ୩୫ ଜଣ ଆହତ ହୋଇଛନ୍ତି। ବସଟିରେ ପ୍ରାୟ ୯୦ ଜଣ ଲୋକ ଯାତ୍ରା କରୁଥିବା ସୁଚନା ମିଳିଛି।





Source link

Visit Our Youtube Chanel and Subsribe to watch public Survey : ( ଆମର ୟୁଟ୍ୟୁବ୍ ଚ୍ୟାନେଲ୍ ପରିଦର୍ଶନ କରନ୍ତୁ ଏବଂ ସର୍ବସାଧାରଣ ସର୍ଭେ ଦେଖିବା ପାଇଁ ସବସ୍କ୍ରାଇବ କରନ୍ତୁ: ) - Click here : Public voice Tv
ADVT - Contact 9668750718 ( Rs 5000 PM + 10 more digital campaign )
ADVT - Contact 9668750718 ( Rs 5000 PM + 10 more digital campaign )

LEAVE A REPLY

Please enter your comment!
Please enter your name here