ରାତି ୮ରେ ପ୍ରଧାନମନ୍ତ୍ରୀଙ୍କ ସମୀକ୍ଷା

0
ODISHA LINK
modi 4
Advertisement

ନୂଆଦିଲ୍ଲୀ: ଦେଶରେ ପୁଣି କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ନେଇ ଆଜି ରାତି ୮ଟାରେ ସମୀକ୍ଷା କରିବେ ପ୍ରଧାନମନ୍ତ୍ରୀ ମୋଦି।

ଦେଶରେ କରୋନା ସ୍ଥିତି ଓ ଟୀକାକରଣ କିଭଳି ଚାଲିଛି ଆଗକୁ କେମିତି ହେବ, ସେନେଇ ପୁଙ୍ଖାନୁପୁଙ୍ଖ ଆଲୋଚନା କରିବେ ମୋଦି। ବିଭିନ୍ନ ବିଭାଗର ମନ୍ତ୍ରୀ ଓ ବରିଷ୍ଠ ଅଫିସରଙ୍କ ସହ ଦେଶର କରୋନା ସ୍ଥିତି ନେଇ ସମୀକ୍ଷା କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।

Disclaimer: This story is auto-aggregated by a computer program and has not been created or edited by Public Voice. To publish your news in our website for quality back links and traffic contact [email protected]

Publisher : https://www.odishalink.com/2021/04/17/pm-discussion-on-corona/

Visit Our Youtube Chanel and Subsribe to watch public Survey : ( ଆମର ୟୁଟ୍ୟୁବ୍ ଚ୍ୟାନେଲ୍ ପରିଦର୍ଶନ କରନ୍ତୁ ଏବଂ ସର୍ବସାଧାରଣ ସର୍ଭେ ଦେଖିବା ପାଇଁ ସବସ୍କ୍ରାଇବ କରନ୍ତୁ: ) - Click here : Public voice Tv
ADVT - Contact 9668750718 ( Rs 5000 PM + 10 more digital campaign )
ADVT - Contact 9668750718 ( Rs 5000 PM + 10 more digital campaign )

LEAVE A REPLY

Please enter your comment!
Please enter your name here