ଶ୍ବାସ ରୋଗକୁ ଦୂରକରେ ମହୁ ଏବଂ ସୋରିଷ ତେଲ

0
Advertisement


ଆସ୍ଥମା ବା ଶ୍ବାସ ହେଉଛି ଏକ ପ୍ରଶ୍ବାସଜନିତ ରୋଗ । ଏହି ରୋଗ ହେବା ଦ୍ୱାରା ନିଶ୍ୱାସ ନେବାରେ ଅସୁବିଧା ହେବା ସହ ଛାତିରେ ଯନ୍ତ୍ରଣା ଅନୁଭବ ହୋଇଥାଏ । ଏହି ରୋଗ କୌଣସି ବି ବୟସର ଲୋକଙ୍କୁ ହେଉଥିବା ବେଳେ ଛାତିରେ ଯନ୍ତ୍ରଣା ହେବା ସହ କାଶ ମଧ୍ୟ ହୋଇଥାଏ । ଶ୍ୱାସକୁ ନିୟନ୍ତ୍ରଣରେ ରଖିବା ପାଇଁ ବାହାରେ ମିଳୁଥିବା ଔଷଧ ଅପେକ୍ଷା ଘରୋଇ ଉପାୟ ଆପଣାଇବା ବି ଲାଭଦାୟକ ହୋଇଥାଏ ।

୧.ଏକ ଲିଟର ପାଣିରେ ଏକ ଚାମଚ ମେଥି ମିଶାଇ ଅଧଘଣ୍ଟା ପର୍ଯ୍ୟନ୍ତ ଫୁଟାନ୍ତୁ । ଏହାକୁ ଛାଣି ଟିକେ ଅଦା ରସ ଏବଂ ମହୁ ମିଶାଇ ଏହାକୁ ସେବନ କରନ୍ତୁ । ପ୍ରତିଦିନ ସକାଳୁ ଏହାକୁ ପିଇବା ଦ୍ୱାରା ଶ୍ୱାସ ଅନେକାଂଶରେ ନିୟନ୍ତ୍ରଣରେ ରହିଥାଏ ।
୨.ସୋରିଷ ତେଲରେ କର୍ପୁର ପକାଇ ଗରମ କରନ୍ତୁ । ଟିକେ ଥଣ୍ଡା ହେବା ପରେ ଏହି ତେଲକୁ ଛାତି ଏବଂ ପିଠିରେ ମାଲିସ କରନ୍ତୁ । ୨-୩ ଥର ମାଲିସ କରିବା ଦ୍ୱାରା ନିଶ୍ୱାସ ନେବା ସହଜ ହେବା ସହ ଆରାମ ଲାଗିଥାଏ।

Image result for asthma
Medical News Today

୩. ଅଦା, ମହୁ ଏବଂ ଡାଳିମ୍ବକୁ ମିଶାଇ ଏକ ପାନୀୟ ତିଆରି କରନ୍ତୁ । ଶ୍ବାସ ଆକ୍ରାନ୍ତ ହେବା ସମୟରେ ଦିନକୁ ୨-୩ ଥର ଏହାକୁ ସେବନ କଲେ ପାର୍ଥକ୍ୟ ଆପେ ଆପେ ଜାଣି ପାରିବେ ।

Visit Our Youtube Chanel and Subsribe to watch public Survey : ( ଆମର ୟୁଟ୍ୟୁବ୍ ଚ୍ୟାନେଲ୍ ପରିଦର୍ଶନ କରନ୍ତୁ ଏବଂ ସର୍ବସାଧାରଣ ସର୍ଭେ ଦେଖିବା ପାଇଁ ସବସ୍କ୍ରାଇବ କରନ୍ତୁ: ) - Click here : Public voice Tv
ADVT - Contact 9668750718 ( Rs 5000 PM + 10 more digital campaign )
ADVT - Contact 9668750718 ( Rs 5000 PM + 10 more digital campaign )

LEAVE A REPLY

Please enter your comment!
Please enter your name here