ୟେମେନରେ ଆମେରିକା ସେନା ପକ୍ଷରୁ ଏନକାଉଣ୍ଟର, ଅଲକାଏଦା ନେତା କାସିମ ନିହତ

0
Advertisement


ଓ୍ବାଶିଂଟନ୍‌,୭।୨: ଅଲକାଏଦା ନେତା କାସିମ-ଅଲ-ରିମି ଏନକାଉଣ୍ଟରରେ ନିହତ ହୋଇଛନ୍ତି। ୟେମେନରେ ଚାଲିଥିବା ଆତଙ୍କବାଦ ମୁକାବିଲା ଅଭିଯାନବେଳେ ସେ ନିହତ ହୋଇଥିବା ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୂଚନା ଦେଇଛନ୍ତି। ଅଲକାଏଦା ଇନ ଦି ଆରବିୟାନ ପେନିନ୍ସୁଲା(ଏକ୍ୟୁଏପି) ନାମକ ଇସଲାମିକ ସଂଗଠନର ନେତା ଥିଲେ କାସିମ ଅଲ-ରିମି। ଏହି ସଂଗଠନ ୟେମେନରେ ଯୁକ୍ତରାଷ୍ଟ୍ର ଆମେରିକା ଓ ତା’ର ସେନାବାହିନୀ ଉପରେ ଆକ୍ରମଣ ପାଇଁ ଯୋଜନା କରିଥିଲେ ବୋଲି ଟ୍ରମ୍ପ ଏକ ବିବୃତିରେ ପ୍ରକାଶ କରିଛନ୍ତି। ଜାତୀୟ ନିରାପତ୍ତା ପ୍ରତି ବିପଦ ସୃଷ୍ଟି କରିଥିବା ଏହି ସଂଗଠନଗୁଡିକୁ ମୂଳପୋଛ କରିବା ଆମର ଲକ୍ଷ ବୋଲି ସେ କହିଛନ୍ତି।

The post ୟେମେନରେ ଆମେରିକା ସେନା ପକ୍ଷରୁ ଏନକାଉଣ୍ଟର, ଅଲକାଏଦା ନେତା କାସିମ ନିହତ appeared first on Dharitri Odia News.



Source link

Visit Our Youtube Chanel and Subsribe to watch public Survey : ( ଆମର ୟୁଟ୍ୟୁବ୍ ଚ୍ୟାନେଲ୍ ପରିଦର୍ଶନ କରନ୍ତୁ ଏବଂ ସର୍ବସାଧାରଣ ସର୍ଭେ ଦେଖିବା ପାଇଁ ସବସ୍କ୍ରାଇବ କରନ୍ତୁ: ) - Click here : Public voice Tv
ADVT - Contact 9668750718 ( Rs 5000 PM + 10 more digital campaign )
ADVT - Contact 9668750718 ( Rs 5000 PM + 10 more digital campaign )

LEAVE A REPLY

Please enter your comment!
Please enter your name here