ଦାମୋଦର ରାଉତଙ୍କ ପତ୍ନୀଙ୍କ ପରଲୋକ

0
Advertisement

ଭୁବନେଶ୍ୱର: ବିଜେପିର ବରିଷ୍ଠ ନେତା ଦାମୋଦର ରାଉତଙ୍କ ପତ୍ନୀଙ୍କ ପରଲୋକ ହୋଇଯାଇଛି। ତାଙ୍କ ନାଁ ସ୍ନେହଲତା ମହାପାତ୍ର। ମୃତ୍ୟୁ ବେଳକୁ ତାଙ୍କୁ ୭୨ ବର୍ଷ ହୋଇଥିଲା।

ସ୍ନେହଲତା ଦୀର୍ଘ ଦିନ ଧରି ଅସୁସ୍ଥ ଥିଲେ। ସେ ଏକ ଘରୋଇ ହସ୍‌ପିଟାଲ୍‌ରେ ଚିକିତ୍ସାଧୀନ ଥିଲେ। ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ହୋଇଛି। ତାଙ୍କ ଝିଅ ପ୍ରୀତିନନ୍ଦା ରାଉତରାୟ ଏହି ସୂଚନା ଦେଇଛନ୍ତି।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ବିଜେପି ରାଷ୍ଟ୍ରୀୟ ଉପସଭାପତି ବୈଜୟନ୍ତ ପଣ୍ଡା ଓ କେ.ଭି ସିଂହଦେଓ ପ୍ରମୁଖ ଦାମଙ୍କ ବାସଭବନକୁ ଯାଇ ତାଙ୍କ ପତ୍ନୀଙ୍କ ଶେଷ ଦର୍ଶନ କରିଥିଲେ ଓ ତାଙ୍କ ଶୋକସନ୍ତପ୍ତ ପରିବାରକୁ ସମବେଦନା ଜଣାଇଥିଲେ।

Visit Our Youtube Chanel and Subsribe to watch public Survey : ( ଆମର ୟୁଟ୍ୟୁବ୍ ଚ୍ୟାନେଲ୍ ପରିଦର୍ଶନ କରନ୍ତୁ ଏବଂ ସର୍ବସାଧାରଣ ସର୍ଭେ ଦେଖିବା ପାଇଁ ସବସ୍କ୍ରାଇବ କରନ୍ତୁ: ) - Click here : Public voice Tv
ADVT - Contact 9668750718 ( Rs 5000 PM + 10 more digital campaign )
ADVT - Contact 9668750718 ( Rs 5000 PM + 10 more digital campaign )

1 COMMENT

LEAVE A REPLY

Please enter your comment!
Please enter your name here