ପ୍ରକାଶ ପାଇଲା ବିଜେପିର ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା

0
Advertisement

ଭୁବନେଶ୍ଵର: ରାଜ୍ୟ ବିଜେପି ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ଜାରି କରିଛି। ସେଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ସଭାପତି ଅମିତ ଶାହ, କେନ୍ଦ୍ରମନ୍ତ୍ରୀ ରାଜନାଥ ସିଂହ, ନୀତୀନ ଗଡ଼କରୀ, ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ରଘୁବର ଦାସ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଜୁଏଲ ଓରାମ, ସ୍ମୃତି ଇରାନୀ, ପ୍ରକାଶ ଜାଭଡ଼େକର ଅଛନ୍ତି।

ଏହାଛଡ଼ା ବିଜେପି ରାଷ୍ଟ୍ରୀୟ ଉପସଭାପତି ବୈଜୟନ୍ତ ପଣ୍ଡା, ସଂପାଦକ ସୁରେଶ ପୂଜାରୀ, ସମ୍ବିତ ପାତ୍ର, ଛତିଶଗଡ଼ର ପୂର୍ବତନ ମୁଖ୍ୟମନ୍ତ୍ରୀ ରମଣ ସିଂହ, ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହ୍ୱାନ, ଅର୍ଜୁନ ମୁଣ୍ଡା, ଗିରିଧର ଗମାଙ୍ଗ, ବିଶ୍ୱଭୂଷଣ ହରିଚନ୍ଦନ, କେଭି ସିଂଦେଓ, ଡାକ୍ତର ଦାମୋଦର ରାଉତ, ହେମା ମାଳିନୀ, ମହାଶ୍ୱେତା ରାୟ, ଅପରାଜିତା ମହାନ୍ତି, ଅନୁ ଚୌଧୁରୀ, ଶ୍ରୀତମ ଦାସ ଓ ମିହିର ଦାସ ବିଜେପି ଷ୍ଟାର ପ୍ରଚାର ତାଲିକାରେ ଅଛନ୍ତି।

Visit Our Youtube Chanel and Subsribe to watch public Survey : ( ଆମର ୟୁଟ୍ୟୁବ୍ ଚ୍ୟାନେଲ୍ ପରିଦର୍ଶନ କରନ୍ତୁ ଏବଂ ସର୍ବସାଧାରଣ ସର୍ଭେ ଦେଖିବା ପାଇଁ ସବସ୍କ୍ରାଇବ କରନ୍ତୁ: )

LEAVE A REPLY

Please enter your comment!
Please enter your name here